ଆମୋଷ 1:9 - ପବିତ୍ର ବାଇବଲ9 ସଦାପ୍ରଭୁ ଏହିକଥା କହନ୍ତି: “ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧ କରିଥିଲେ। ଆଉ ମଧ୍ୟ ସେମାନେ ସମଗ୍ର ଜାତିକୁ ନେଇଗଲେ ଏବଂ ସେମାନଙ୍କୁ କ୍ରୀତଦାସ ରୂପେ ଇଦୋମକୁ ପ୍ରେରଣ କରିଥିଲେ। ସେମାନେ ଇସ୍ରାଏଲୀୟମାନଙ୍କ ସହିତ ବନ୍ଧୁତ୍ୱ ଚୁକ୍ତିକୁ ମନେ ପକାଇ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; Viz kapitolaଓଡିଆ ବାଇବେଲ9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; Viz kapitola |