କଲସୀୟ 1:11 - ପବିତ୍ର ବାଇବଲ11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ। ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, Viz kapitolaଓଡିଆ ବାଇବେଲ11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, Viz kapitolaପବିତ୍ର ବାଇବଲ (CL) NT (BSI)11 ଧୈର୍ଯ୍ୟ ସହକାରେ ତୁମ୍ଭେମାନେ ଯେପରି ସବୁ ବିଷୟ ସହି ପାରିବ, ଏଥିପାଇଁ ତାଙ୍କର ଗୌରବମୟ ଶକ୍ତି ଦ୍ୱାରା ତୁମ୍ଭେମାନେ ବଳୀୟାନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, Viz kapitola |