କଲସୀୟ 1:14 - ପବିତ୍ର ବାଇବଲ14 ସେହି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ୟ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ୱାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତାହାଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପକ୍ଷମା ପାଇଅଛୁ। Viz kapitolaଓଡିଆ ବାଇବେଲ14 ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)14 ସେହି ପୁତ୍ରଙ୍କ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ପାପ କ୍ଷମା ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ। Viz kapitola |