କଲସୀୟ 1:28 - ପବିତ୍ର ବାଇବଲ28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟରେ ଲୋକଙ୍କୁ କହି ଗ୍ଭଲିଛୁ। ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଉଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇ ପରମେଶ୍ୱରଙ୍କ ଆଗରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ; Viz kapitolaଓଡିଆ ବାଇବେଲ28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ; Viz kapitolaପବିତ୍ର ବାଇବଲ (CL) NT (BSI)28 ସେଥିପାଇଁ ଆମେ ପ୍ରତ୍ୟେକଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଛୁ। ପ୍ରତ୍ୟେକଙ୍କୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରି ଏକ ପରିପକ୍ୱ ବ୍ୟକ୍ତି ରୂପେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ପାଇଁ, ଆମର ସମସ୍ତ ବୁଦ୍ଧିଜ୍ଞାନ ପ୍ରୟୋଗ କରି, ସମସ୍ତଙ୍କୁ ଚେତନା ଓ ଶିକ୍ଷା ଦେଉଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ; Viz kapitola |