Online Bible

- Reklamy -




କଲସୀୟ 1:4 - ପବିତ୍ର ବାଇବଲ

4 ପରମେଶ୍ୱର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠାରେ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠାରେ ଥିବା ପ୍ରେମ ବିଷୟରେ ଶୁଣି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;

Viz kapitola kopírovat

ଓଡିଆ ବାଇବେଲ

4 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 କାରଣ ଆମେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।

Viz kapitola kopírovat




କଲସୀୟ 1:4

Následuj nás:

Reklamy


Reklamy