କଲସୀୟ 2:13 - ପବିତ୍ର ବାଇବଲ13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Viz kapitolaଓଡିଆ ବାଇବେଲ13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)13 ତୁମ୍ଭମାନଙ୍କର ପାପ ହେତୁ ଏବଂ ତୁମ୍ଭେମାନେ ବ୍ୟବସ୍ଥାବିହୀନ ଅଣଇହୁଦୀ ଥିବାରୁ ଏକଦା ତୁମ୍ଭେମାନେ ଆଧ୍ୟାତ୍ମିକଭାବେ ମୃତ ଥିଲ; କିନ୍ତୁ ଈଶ୍ୱର ବର୍ତ୍ତମାନ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କୁ ସଞ୍ଜୀବିତ କରାଇଛନ୍ତି। ଈଶ୍ୱର ଆମ୍ଭମାନଙ୍କର ସମସ୍ତ ପାପ କ୍ଷମା କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Viz kapitola |