କଲସୀୟ 2:14 - ପବିତ୍ର ବାଇବଲ14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇ ଅଛନ୍ତି; Viz kapitolaଓଡିଆ ବାଇବେଲ14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)14 ସେ ଆମ୍ଭମାନଙ୍କ ବିରୁଦ୍ଧରେ ଥିବା ବ୍ୟବସ୍ଥାର ଦଲିଲ୍ ଏବଂ ଏହାର ବିଧିବିଧାନକୁ କ୍ରୁଶବିଦ୍ଧ କରି ଋଦ୍ଧ କରି ଦେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; Viz kapitola |