କଲସୀୟ 2:19 - ପବିତ୍ର ବାଇବଲ19 ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ଵାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ଵରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି। Viz kapitolaଓଡିଆ ବାଇବେଲ19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)19 ଶରୀରର ମସ୍ତକ ସ୍ୱରୂପ ଖ୍ରୀଷ୍ଟଙ୍କଠାରୁ ସେମାନେ ବିଚ୍ଛିନ୍ନ ହୋଇଛନ୍ତି। ତାଙ୍କ ନିୟନ୍ତ୍ରଣରେ ଅଙ୍ଗପ୍ରତ୍ୟେଙ୍ଗଗୁଡ଼ିକ ସନ୍ଧି ଓ ଶିରା ପ୍ରଶିରା ଦ୍ୱାରା ପରସ୍ପର ସହିତ ସଂଲଗ୍ନ ହୋଇ ପରିପୁଷ୍ଟ ହୁଏ ଏବଂ ଶରୀର ଈଶ୍ୱରଙ୍କ ଅଭିମତ ଅନୁଯାୟୀ ବୃଦ୍ଧି ପାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି। Viz kapitola |