କଲସୀୟ 2:21 - ପବିତ୍ର ବାଇବଲ21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ ‘ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁʼ, ସାଂସାରିକ ଲୋକ ପରି ଏହିପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ? Viz kapitolaଓଡିଆ ବାଇବେଲ21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ "ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)21 “ଏହା ଧର ନାହିଁ”, “ତାହା ଖାଅ ନାହିଁ”, “ତାହା ଛୁଅଁ ନାହିଁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?” Viz kapitola |