Online Bible

- Reklamy -




କଲସୀୟ 3:15 - ପବିତ୍ର ବାଇବଲ

15 ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଗ୍ଭରକୁ ସଂଯମ କରିବ। ତୁମ୍ଭେମାନେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀରରେ ଡକା ହୋଇଛ। ସବୁବେଳେ ଧନ୍ୟବାଦୀ ରୁହ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ଵରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ଵ କରୁ; ପୁଣି ତୁମ୍ଭେମାନେ ଧନ୍ୟବାଦ ଦିଅ।

Viz kapitola kopírovat

ଓଡିଆ ବାଇବେଲ

15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଖ୍ରୀଷ୍ଟପ୍ରଦତ୍ତ ଶାନ୍ତି ତୁମ୍ଭମାନଙ୍କ ସଙ୍କଳ୍ପକୁ ପରିଚାଳିତ କରୁ; କାରଣ ଏହି ଶାନ୍ତି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଏକତ୍ରଭାବେ ଏକ ଶରୀର ହେବା ପାଇଁ ଆହ୍ୱାନ କରିଛନ୍ତି। ସର୍ବଦା କୃତଜ୍ଞ ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।

Viz kapitola kopírovat




କଲସୀୟ 3:15

Následuj nás:

Reklamy


Reklamy