କଲସୀୟ 3:16 - ପବିତ୍ର ବାଇବଲ16 ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର। Viz kapitolaଓଡିଆ ବାଇବେଲ16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର । Viz kapitolaପବିତ୍ର ବାଇବଲ (CL) NT (BSI)16 ଖ୍ରୀଷ୍ଟଙ୍କ ବାର୍ତ୍ତାର ପ୍ରଚୁର ଐଶ୍ୱର୍ଯ୍ୟ ତୁମ ଅନ୍ତରରେ ବାସ କରୁ। ଜ୍ଞାନର ସହିତ ପରସ୍ପରକୁ ଶିକ୍ଷା ଓ ପରାମର୍ଶ ଦିଅ। ସ୍ତବ, ସ୍ତୁତି ଓ ସଂକୀର୍ତ୍ତନ କର। ଅନ୍ତରର କୃତଜ୍ଞତା ସହ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ, ଭଜନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। Viz kapitola |