Online Bible

- Reklamy -




କଲସୀୟ 3:18 - ପବିତ୍ର ବାଇବଲ

18 ପତ୍ନୀଗଣ! ତୁମ୍ଭର ପତିଙ୍କ ପ୍ରତି ବଶୀଭୂତା ରୁହ। ପ୍ରଭୁଙ୍କ ଅନୁଗାମୀମାନଙ୍କ ଭଳି ଏହା କରିବା ଉଚିତ୍ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ଵାମୀମାନଙ୍କ ବଶୀଭୂତା ହୁଅ।

Viz kapitola kopírovat

ଓଡିଆ ବାଇବେଲ

18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ହେ ସ୍ତ୍ରୀମାନେ, ତୁମ ସ୍ୱାମୀମାନଙ୍କର ବଶୀଭୂତା ହୁଅ, କାରଣ ଖ୍ରୀଷ୍ଟଙ୍କ ଅନୁଗାମୀ ରୂପେ ଏହା ତୁମ୍ଭମାନଙ୍କର କର୍ତ୍ତବ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।

Viz kapitola kopírovat




କଲସୀୟ 3:18

Následuj nás:

Reklamy


Reklamy