କଲସୀୟ 3:25 - ପବିତ୍ର ବାଇବଲ25 ମନେରଖ! ଭୁଲ୍ କର୍ମ ପାଇଁ, ପ୍ରତ୍ୟେକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରତ୍ୟେକ ଲୋକକୁ ସମାନ ଭାବରେ ଦେଖନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ। Viz kapitolaଓଡିଆ ବାଇବେଲ25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)25 ଆଉ ପ୍ରତ୍ୟେକ ଦୁଷ୍କର୍ମକାରୀ ତା’ର ଅପକର୍ମ ନିମନ୍ତେ ଫଳ ପାଇବ, କାରଣ ଈଶ୍ୱର ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ। Viz kapitola |