Online Bible

- Reklamy -




କଲସୀୟ 3:7 - ପବିତ୍ର ବାଇବଲ

7 ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହିପ୍ରକାରେ ଆଚରଣ କରୁଥିଲ।

Viz kapitola kopírovat

ଓଡିଆ ବାଇବେଲ

7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ଦିନେ ତୁମ୍ଭେମାନେ ଏହି ସବୁ କୁପ୍ରବୃତ୍ତିର ବଶବର୍ତ୍ତୀ ହୋଇ ଜୀବନ ଯାପନ କରୁଥିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।

Viz kapitola kopírovat




କଲସୀୟ 3:7

Následuj nás:

Reklamy


Reklamy