କଲସୀୟ 4:12 - ପବିତ୍ର ବାଇବଲ12 ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ପରିପକ୍ୱ ହୁଅ, ଓ ପରମେଶ୍ୱର ଯାହାକିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। Viz kapitolaଓଡିଆ ବାଇବେଲ12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ । Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। Viz kapitola |