କଲସୀୟ 4:5 - ପବିତ୍ର ବାଇବଲ5 ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। Viz kapitolaଓଡିଆ ବାଇବେଲ5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର । Viz kapitolaପବିତ୍ର ବାଇବଲ (CL) NT (BSI)5 ପ୍ରତ୍ୟେକ ସୁଯୋଗର ସଦୁପଯୋଗ କରି ଅଣବିଶ୍ୱାସୀମାନଙ୍କ ନିକଟରେ ବିଜ୍ଞତାର ସହ ଆଚରଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। Viz kapitola |