Online Bible

- Reklamy -




କଲସୀୟ 4:9 - ପବିତ୍ର ବାଇବଲ

9 ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠାରେ ଥିବା ଜଣେ ବିଶ୍ୱାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠାରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତାଙ୍କ ସଙ୍ଗରେ ମୁଁ ବିଶ୍ଵସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।

Viz kapitola kopírovat

ଓଡିଆ ବାଇବେଲ

9 ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ତାଙ୍କ ସଙ୍ଗରେ ତୁମ ଦଳ ଅନ୍ତର୍ଭୁକ୍ତ ପ୍ରିୟ ବିଶ୍ୱସ୍ତ ଭାଇ ଅନିସିବ ମଧ୍ୟ ଯାଉଛନ୍ତି। ସେମାନେ ତୁମକୁ ଏଠାରେ ଘଟୁଥିବା ସମସ୍ତ କଥା ଜଣାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।

Viz kapitola kopírovat




କଲସୀୟ 4:9

Následuj nás:

Reklamy


Reklamy