ଦାନିୟେଲ 1:10 - ପବିତ୍ର ବାଇବଲ10 କିନ୍ତୁ ସେହି ନପୁଂସକାଧିପତି ଦାନିୟେଲଙ୍କୁ କହିଲା, “ମୁଁ ମୋର ମୁନିବ ରାଜାଙ୍କୁ ଭୟ କରେ। ଯଦି ତୁମ୍ଭେମାନେ ସେ ଆଦେଶ କରିଥିବା ଖାଦ୍ୟ ଓ ପାନୀୟ ଗ୍ରହଣ ନ କର, ତୁମ୍ଭେମାନେ ରୁଗ୍ଣ ଦେଖାଯିବ ଓ ଦୁର୍ବଳ ଅନୁଭବ କରିବ। ଯଦି ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଶୁଖିଲା ଦେଖାଯାଅ, ରାଜା ମୋ’ ଉପରେ ରାଗିବେ ଏବଂ ମୋର ମୁଣ୍ତ କାଟ କରିବେ। ତା'ପରେ ତୁମ୍ଭେମାନେ ଏହି ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ। Viz kapitolaଓଡିଆ ବାଇବେଲ10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।” Viz kapitola |