ଦାନିୟେଲ 10:21 - ପବିତ୍ର ବାଇବଲ21 ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କେବଳ ମୀଖାୟେଲ ମୋତେ ସେହି ଦୁଷ୍ଟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ସାହାଯ୍ୟ କରିବା ପାଇଁ ସେଠାରେ ଅଛନ୍ତି। ମୀଖାୟେଲ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସତ୍ୟ-ଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ପ୍ରତିକୂଳରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ଛଡ଼ା ଆଉ କେହି ନାହିଁ। Viz kapitolaଓଡିଆ ବାଇବେଲ21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି। Viz kapitola |