ଦାନିୟେଲ 10:8 - ପବିତ୍ର ବାଇବଲ8 ତହିଁରେ ମୁଁ ଏକାକୀ ରହି ସେହି ମହା ଦର୍ଶନ ଦେଖିଲି। ମୁଁ ଅତ୍ୟନ୍ତ ଭୟଭୀତ ହୋଇ ମୋର ସମସ୍ତ ଶକ୍ତି ହରାଇଲି। ମୋର ମୁଖ ମୃତ ବ୍ୟକ୍ତିର ମୁଖପରି ରକ୍ତହୀନ ହୋଇଗଲା ଓ ମୁଁ ଅସହାୟ ବୋଧ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋʼଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ। Viz kapitolaଓଡିଆ ବାଇବେଲ8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ’ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ। Viz kapitola |