ଦାନିୟେଲ 11:11 - ପବିତ୍ର ବାଇବଲ11 ସେତେବେଳେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ୱିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ସହିତ ଯୁଦ୍ଧରେ ଅଗ୍ରସର ହେବେ। ଯଦିଓ ଉତ୍ତର ଦେଶୀୟ ରାଜାଙ୍କର ବୃହତ୍ତ ସୈନ୍ୟବାହିନୀ ଥିବ, ତଥାପି ସେ ଯୁଦ୍ଧରେ ହାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧରେ ଚାଳିତ ହୋଇ ଆସି ତାହା ସଙ୍ଗରେ, ଅର୍ଥାତ୍ ଉତ୍ତର ଦେଶୀୟ ରାଜା ସଙ୍ଗେ ଯୁଦ୍ଧ କରିବ; ତହିଁରେ ସେ ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର ହସ୍ତରେ ସମର୍ପିତ ହେବ। Viz kapitolaଓଡିଆ ବାଇବେଲ11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ। Viz kapitola |