ଦାନିୟେଲ 11:14 - ପବିତ୍ର ବାଇବଲ14 “ସେ ସମୟରେ ଅନେକ ଲୋକ ଦକ୍ଷିଣ ଦେଶ ବିରୁଦ୍ଧରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀୟ ବିରୁଦ୍ଧରେ ଏହି ଦର୍ଶନ ପାଇଁ ଯୁଦ୍ଧ କରିବେ। ମାତ୍ର ସେମାନେ ପତିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ। Viz kapitolaଓଡିଆ ବାଇବେଲ14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ। Viz kapitola |