ଦାନିୟେଲ 11:15 - ପବିତ୍ର ବାଇବଲ15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ। ସେତେବେଳେ ଦକ୍ଷିଣ ଦେଶର ସୈନ୍ୟବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରି ପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ୟମାନେ ମଧ୍ୟ ତାଙ୍କୁ ବାଧା ଦେଇ ପାରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ। Viz kapitolaଓଡିଆ ବାଇବେଲ15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ। Viz kapitola |