ଦାନିୟେଲ 11:16 - ପବିତ୍ର ବାଇବଲ16 “ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା'ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ। Viz kapitolaଓଡିଆ ବାଇବେଲ16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ। Viz kapitola |