ଦାନିୟେଲ 11:17 - ପବିତ୍ର ବାଇବଲ17 ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ୟାଗଣ ମଧ୍ୟରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦେବ। ତା'ର ଯୋଜନା ଫଳପ୍ରଦ ଦେବ ନାହିଁ କି ତାକୁ କେହି ସାହାଯ୍ୟ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ। Viz kapitolaଓଡିଆ ବାଇବେଲ17 ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ। Viz kapitola |