ଦାନିୟେଲ 11:18 - ପବିତ୍ର ବାଇବଲ18 “ଏହା ପରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧରେ ଯାଇ ଅନେକଙ୍କୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧରେ ଯାଇ ତାକୁ ଅପମାନିତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Viz kapitola |