ଦାନିୟେଲ 11:20 - ପବିତ୍ର ବାଇବଲ20 “ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀୟ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାୟକାରୀଙ୍କୁ ନିଯୁକ୍ତ କରିବ। ମାତ୍ର ଅଳ୍ପଦିନ ପରେ, ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ କି ଯୁଦ୍ଧରେ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ। Viz kapitola |