Online Bible

- Reklamy -




ଦାନିୟେଲ 11:23 - ପବିତ୍ର ବାଇବଲ

23 ବହୁଦେଶ ତାଙ୍କ ସହିତ ଚୁକ୍ତି ସ୍ଥିର କରିବେ, ମାତ୍ର ସେ ପ୍ରତାରଣା ପୂର୍ବକ କାର୍ଯ୍ୟ କରିବ। କାରଣ ସେ ଅଳ୍ପ ଲୋକଙ୍କ ଦ୍ୱାରା ପରାକ୍ରମୀ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ତାହାର ସହିତ ସନ୍ଧି ସ୍ଥିର କରାଗଲା ଉତ୍ତାରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ଵାରା ପରାକ୍ରମୀ ହେବ।

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ତାହାର ସହିତ ଚୁକ୍ତି ସ୍ଥିର କରାଗଲା ପରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ୱାରା ପରାକ୍ରମୀ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ତାହାର ସହିତ ଚୁକ୍ତି ସ୍ଥିର କରାଗଲା ପରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ୱାରା ପରାକ୍ରମୀ ହେବ।

Viz kapitola kopírovat




ଦାନିୟେଲ 11:23

Následuj nás:

Reklamy


Reklamy