Online Bible

- Reklamy -




ଦାନିୟେଲ 11:25 - ପବିତ୍ର ବାଇବଲ

25 “ପୁଣି ସେ ମହା ସୈନ୍ୟଦଳ ସଙ୍ଗରେ ନେଇ ଦକ୍ଷିଣ ଦେଶ ବିରୁଦ୍ଧରେ ଆପଣା ବଳ ଓ ସାହସ ଦେଖାଇବ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଘେନି ତାହା ସଙ୍ଗେ ଯୁଦ୍ଧ କରିବ। ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ, କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରା; ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।

Viz kapitola kopírovat

ଓଡିଆ ବାଇବେଲ

25 ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍‍ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।

Viz kapitola kopírovat




ଦାନିୟେଲ 11:25

Následuj nás:

Reklamy


Reklamy