ଦାନିୟେଲ 11:26 - ପବିତ୍ର ବାଇବଲ26 ଯେଉଁମାନେ ତା'ର ସପକ୍ଷରେ ଥିବେ ସେମାନେ ତାକୁ ବିନାଶ କରିବେ। ତା'ର ସୈନ୍ୟବାହିନୀ ପରାସ୍ତ ହେଲା ପରେ ବହୁସୈନ୍ୟ ନିହତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ। Viz kapitolaଓଡିଆ ବାଇବେଲ26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ। Viz kapitola |