ଦାନିୟେଲ 11:37 - ପବିତ୍ର ବାଇବଲ37 “ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦେବତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ଼ ମନେ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ। Viz kapitolaଓଡିଆ ବାଇବେଲ37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ। Viz kapitola |