Online Bible

- Reklamy -




ଦାନିୟେଲ 11:39 - ପବିତ୍ର ବାଇବଲ

39 “ସେ ବିଦେଶୀୟ ଦେବତା ଶକ୍ତିର ଦେବତାର ସାହାଯ୍ୟରେ, ମ‌ଜ୍‌ବୁତ୍ ଦୁର୍ଗର ପ୍ରତିକୂଳରେ କାର୍ଯ୍ୟ କରିବ। ଯେକେହି ତାକୁ ସ୍ୱୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ଟଙ୍କା ପରିବର୍ତ୍ତେ ଭୂମି ବିଭାଗ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ଵୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକର ଉପରେ ସେମାନଙ୍କୁ କର୍ତ୍ତୃତ୍ଵ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।

Viz kapitola kopírovat

ଓଡିଆ ବାଇବେଲ

39 ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।

Viz kapitola kopírovat




ଦାନିୟେଲ 11:39

Následuj nás:

Reklamy


Reklamy