ଦାନିୟେଲ 12:13 - ପବିତ୍ର ବାଇବଲ13 “ମାତ୍ର ଶେଷକାଳ ପର୍ଯ୍ୟନ୍ତ ତୁମ୍ଭେ, ଦାନିୟେଲ ନିଜ ପଥରେ ଗମନ କର। କାରଣ ତୁମ୍ଭେ ବି ଶ୍ରାମ ପାଇବ ଓ କାଳର ଶେଷରେ ନିଜର ଅଧିକାରରେ ଛିଡ଼ା ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ। Viz kapitolaଓଡିଆ ବାଇବେଲ13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।” Viz kapitola |