ଦାନିୟେଲ 12:6 - ପବିତ୍ର ବାଇବଲ6 ଏବଂ ସେ ଶୁକ୍ଳବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ୟ, ତାହାଙ୍କୁ ଏକ ବ୍ୟକ୍ତି ପଗ୍ଭରିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟ ଘଟିବା ପାଇଁ କେତେକ ସମୟ ଲାଗିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ? Viz kapitolaଓଡିଆ ବାଇବେଲ6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?” Viz kapitola |