ଦାନିୟେଲ 12:7 - ପବିତ୍ର ବାଇବଲ7 ତା'ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ। Viz kapitolaଓଡିଆ ବାଇବେଲ7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।” Viz kapitola |