ଦାନିୟେଲ 2:11 - ପବିତ୍ର ବାଇବଲ11 ଏବଂ ମହାରାଜ ଏକ ଅସାଧାରଣ ପ୍ରଶ୍ନ କରିଛନ୍ତି। କେବଳ ଦେବତାମାନେ ସେହି ପ୍ରଶ୍ନର ଉତ୍ତର ଦେଇ ପାରିବେ। କିନ୍ତୁ ଦେବତାମାନେ ଲୋକମାନଙ୍କ ସହିତ ବାସ କରନ୍ତି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ। Viz kapitolaଓଡିଆ ବାଇବେଲ11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।” Viz kapitola |