ଦାନିୟେଲ 2:25 - ପବିତ୍ର ବାଇବଲ25 ତେଣୁ ଅରିୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଲା ଏବଂ କହିଲା, “ଯିହୁଦାର ନିର୍ବାସିତ ସନ୍ତାନଗଣଙ୍କ ମଧ୍ୟରେ ମୁଁ ଜଣେ ବ୍ୟକ୍ତିଙ୍କୁ ପାଇଅଛି, ସେ ମହାରାଜାଙ୍କୁ ତାଙ୍କର ସ୍ୱପ୍ନର ଅର୍ଥ ଜଣାଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ। Viz kapitolaଓଡିଆ ବାଇବେଲ25 ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।” Viz kapitola |