ଦାନିୟେଲ 2:27 - ପବିତ୍ର ବାଇବଲ27 ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଦାନିୟେଲ ରାଜା ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ଵାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ; Viz kapitolaଓଡିଆ ବାଇବେଲ27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ; Viz kapitola |