Online Bible

- Reklamy -

ଦାନିୟେଲ 2:43 - ପବିତ୍ର ବାଇବଲ

43 କିନ୍ତୁ ଲୌହ ଯେପରି ମୃତ୍ତିକାରେ ସମ୍ପୂର୍ଣ୍ଣ ଭାବରେ ମିଶ୍ରିତ ହୁଏ ନାହିଁ, ସେହିପରି ରାଜ୍ୟଗୁଡ଼ିକର ଲୋକମାନେ ମିଶି ଯିବେ ମାତ୍ର ଏକତ୍ରିତ ହୋଇ ପାରିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।

Viz kapitola kopírovat

ଦାନିୟେଲ 2:43

Následuj nás:

Reklamy

Reklamy