ଦାନିୟେଲ 2:49 - ପବିତ୍ର ବାଇବଲ49 ପୁଣି ଦାନିୟେଲଙ୍କ ଆବେଦନ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କେତେକ ମୁଖ୍ୟ କର୍ମଗ୍ଭରୀରୂପେ ନିଯୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହୋଇ ରାଜ ଦ୍ୱାରରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ ଓ ଅବେଦ୍-ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ଵାରରେ ରହିଲେ। Viz kapitolaଓଡିଆ ବାଇବେଲ49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ। Viz kapitola |