ଦାନିୟେଲ 3:6 - ପବିତ୍ର ବାଇବଲ6 ପୁଣି ଯେକେହି ମୁଣ୍ତ ନୁଆଁଇ ପ୍ରଣାମ ନ କରିବ, ସେ ସେହି ମୁହୂର୍ତ୍ତରେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ତରେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ। Viz kapitolaଓଡିଆ ବାଇବେଲ6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।” Viz kapitola |