Online Bible

- Reklamy -




ଦାନିୟେଲ 4:1 - ପବିତ୍ର ବାଇବଲ

1 ସମୁଦାୟ ପୃଥିବୀ ନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖ‌ଦ୍‌ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ୟରୂପେ ଶାନ୍ତି ହେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।

Viz kapitola kopírovat

ଓଡିଆ ବାଇବେଲ

1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।

Viz kapitola kopírovat




ଦାନିୟେଲ 4:1

Následuj nás:

Reklamy


Reklamy