ଦାନିୟେଲ 4:31 - ପବିତ୍ର ବାଇବଲ31 ରାଜାଙ୍କ ମୁଖରୁ କଥା ଶେଷ ନ ହେଉଣୁ, ଏହି ସ୍ୱର୍ଗୀୟବାଣୀ ହେଲା, “ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ୟ କାଢ଼ି ନିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା। Viz kapitolaଓଡିଆ ବାଇବେଲ31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା। Viz kapitola |