Online Bible

- Reklamy -




ଦାନିୟେଲ 4:32 - ପବିତ୍ର ବାଇବଲ

32 ଏବଂ ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହେବ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧ୍ୟରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିଯିବ। ଶେଷରେ ଯେ ସର୍ବୋପରିସ୍ଥ ପରମେଶ୍ୱର ସମଗ୍ର ମନୁଷ୍ୟ ଉପରେ ପ୍ରଭୁତ୍ୱ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।

Viz kapitola kopírovat

ଓଡିଆ ବାଇବେଲ

32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”

Viz kapitola kopírovat




ଦାନିୟେଲ 4:32

Následuj nás:

Reklamy


Reklamy