ଦାନିୟେଲ 5:12 - ପବିତ୍ର ବାଇବଲ12 ମୁଁ ଯେଉଁ ବ୍ୟକ୍ତି ବିଷୟରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ସେହି ବେଲ୍ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ୱପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ଼ ତଥ୍ୟ ପ୍ରକାଶ କରି ପାରନ୍ତି। ତାଙ୍କୁ ଡକାଅ। ସେ କେବଳ ଏ ଲେଖାର ଅର୍ଥ ବୁଝାଇ ଦେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ଵପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ। Viz kapitolaଓଡିଆ ବାଇବେଲ12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।” Viz kapitola |