ଦାନିୟେଲ 5:13 - ପବିତ୍ର ବାଇବଲ13 ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜ ଯିହୁଦା ଦେଶରୁ ଯେଉଁ ନିର୍ବାସିତ ଯିହୁଦୀମାନଙ୍କୁ ଆଣିଥିଲେ ସେମାନଙ୍କ ମଧ୍ୟରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି? Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? Viz kapitolaଓଡିଆ ବାଇବେଲ13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? Viz kapitola |