ଦାନିୟେଲ 5:2 - ପବିତ୍ର ବାଇବଲ2 ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପନିୀଗଣ ଓ ଉପପନିୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ଵାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Viz kapitolaଓଡିଆ ବାଇବେଲ2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Viz kapitola |