ଦାନିୟେଲ 6:20 - ପବିତ୍ର ବାଇବଲ20 ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ୱରରେ ଡାକିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ୱରଙ୍କୁ ସେବା କରୁଅଛ, ସେହି ପରମେଶ୍ୱର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?” Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ଵରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ଵରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ଵର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି? Viz kapitolaଓଡିଆ ବାଇବେଲ20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?” Viz kapitola |