ଦାନିୟେଲ 6:22 - ପବିତ୍ର ବାଇବଲ22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ମୋର ପରମେଶ୍ଵର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ। Viz kapitolaଓଡିଆ ବାଇବେଲ22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ। Viz kapitola |