ଦାନିୟେଲ 6:25 - ପବିତ୍ର ବାଇବଲ25 ସେତେବେଳେ ଦାରିୟାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟରୂପରେ ଶାନ୍ତି ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀ-ନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀ-ମାନଙ୍କ ନିକଟକୁ ପତ୍ର ଲେଖିଲା; ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। Viz kapitolaଓଡିଆ ବାଇବେଲ25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। Viz kapitola |